Top Stories

Search here...

News

ଆସନ୍ତା ୪ ରୁ ୫ ଦିନ ମଧ୍ୟରେ ମୌସୁମୀ ଓଡ଼ିଶା ଛୁଇଁବା ନେଇ ପାଣିପାଗ ବିଭାଗର ସୂଚନା

Posted On - 2 weeks ago
Edited By Jyotirmayee Patanaik
LAST UPDATED Jun 30, 2022 07:41 AM

ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ପହଂଚିବା ପାଇଁ ପାଗ ଧିରେ ଧିରେ ଅନୁକୂଳ ହେଉଥିବା ଭୁବନେଶ୍ୱର ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି ।

 

BBSR Reporters


ଭୁବନେଶ୍ୱର;ଓଡ଼ିଶା ଆସିବ ମୌସୁମୀ । ଆସନ୍ତା ୪ ରୁ ୫ ଦିନ ମଧ୍ୟରେ ମୌସୁମୀ ଓଡ଼ିଶା ଛୁଇଁବ ବୋଲି ଆକଳନ କରିଛି ପାଣିପାଗ ବିଭାଗ । ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ପହଂଚିବା ପାଇଁ ପାଗ ଧିରେ ଧିରେ ଅନୁକୂଳ ହେଉଥିବା ଭୁବନେଶ୍ୱର ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି । ଗତ କିଛି ଦିନ ଧରି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହରେ ସିଝିବା ପରେ ଗତକାଲି ଉପକୂଳ ଓଡ଼ିଶାରେ ପାଗ ମୁଖ୍ୟତଃ ମେଘୁଆ ରହିଥିଲା । ତେଣୁ ଆଗାମୀ ୫ ଦିନ ଯାଏ କାଳବୈଶାଖୀ ବର୍ଷାର ସମ୍ଭାବନା ଥିବାରୁ ତାପମାତ୍ରା ଅପେକ୍ଷାକୃତ କମ୍ ରହିବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି ।
 

Related News
satta king tw