Top Stories

Search here...

News

ମନମୋହନ ସିଂହ ଅସୁସ୍ଥ, ଦିଲ୍ଲୀ ଏମ୍ସରେ ଚାଲିଛି ଚିକିତ୍ସା

Posted On - 1 week ago
Edited By Team BbsrReporters
LAST UPDATED Oct 22, 2021 03:01 AM

ସନ୍ଧ୍ୟା ପ୍ରାୟ ୬ଟା ବେଳେ ତାଙ୍କୁ ସେଠାରେ ଭର୍ତ୍ତି କରାଯାଇଥିବା ବେଳେ ତାଙ୍କର କିଛି ଟେଷ୍ଟ ମଧ୍ୟ କରାଯାଇଥିବା ଜଣାପଡ଼ିଛି ।

 

BBSR Reporters

 

ନୂଆଦିଲ୍ଲୀ: ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ମନମୋହନ ସିଂହ ଅସୁସ୍ଥ ହୋଇପଡ଼ିଛନ୍ତି  । ତାଙ୍କୁ ଦିଲ୍ଲୀ ସ୍ଥିତ ଏମ୍ସରେ ଭର୍ତ୍ତି କରାଯାଇଛି । ସନ୍ଧ୍ୟା ପ୍ରାୟ ୬ଟା ବେଳେ ତାଙ୍କୁ ସେଠାରେ ଭର୍ତ୍ତି କରାଯାଇଥିବା ବେଳେ ତାଙ୍କର କିଛି ଟେଷ୍ଟ ମଧ୍ୟ କରାଯାଇଥିବା ଜଣାପଡ଼ିଛି ।


କଂଗ୍ରେସ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଦୁଇ ଦିନ ହେଲା ତାଙ୍କୁ ସାମାନ୍ୟ ଜ୍ୱର ହେଉଛି । ତେଣୁ ଉପଯୁକ୍ତ ଚିକିତ୍ସା ପାଇଁ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଏହା ପୂର୍ବରୁ ଗତ ଏପ୍ରିଲ ମାସରେ ମନମୋହନ ସିଂହଙ୍କୁ ଏମ୍ସରେ ଭର୍ତ୍ତି କରାଯାଇଥିଲା । ସେତେବେଳେ ତାଙ୍କୁ କୋଭିଡ୍ ହୋଇଥିଲା । 

Related News
satta king tw