Top Stories

Search here...

News

କରୋନାର ସ୍ୱଳ୍ପ ଲକ୍ଷଣ ଥିବା ରୋଗୀଙ୍କ ପାଇଁ ପାରାସିଟାମଲ୍ ହିଁ ଯଥେଷ୍ଟ

Posted On - 6 minutes ago
Edited By Prabir Kumar
LAST UPDATED Jan 16, 2022 08:52 PM

ଆଜିଥ୍ରୋମାଇସିନ୍ ଓ ମଲୁନୋପିରାଭିରର ବହୁଳ ବ୍ୟବହାର ନେଇ ଚିନ୍ତା ବ୍ୟକ୍ତ କରିଛନ୍ତି ବିଶେଷଜ୍ଞ ।

 

BBSR Reporters

 

 ନୂଆଦିଲ୍ଲୀ: କରୋନାର ସ୍ୱଳ୍ପ ଲକ୍ଷଣ ଥିବା ରୋଗୀଙ୍କ ପାଇଁ ପାରାସିଟାମଲ୍ ହିଁ ଯଥେଷ୍ଟ । ଆଜିଥ୍ରୋମାଇସିନ୍ ଓ ମଲୁନୋପିରାଭିରର ବହୁଳ ବ୍ୟବହାର ନେଇ ଚିନ୍ତା ବ୍ୟକ୍ତ କରିଛନ୍ତି ବିଶେଷଜ୍ଞ । ବିଶେଷଜ୍ଞଙ୍କ ମତରେ ଯେଉଁ ରୋଗୀ କରୋନା ଟିକା ନେଇନାହାନ୍ତି, ବୟସ୍କ ଓ ବହୁବିଧ ରୋଗରେ ପୀଡ଼ିତଙ୍କ ପାଇଁ ଚିକିତ୍ସାର ଆବଶ୍ୟକତା ରହିଛି । ସେମାନଙ୍କ କ୍ଷେତ୍ରରେ ମଲୁନୋପିରାଭିରର ଆବଶ୍ୟକତା ରହିଛି । ରାଷ୍ଟ୍ରୀୟ କୋଭିଡ୍ ଟାକ୍ସ ଫୋର୍ସର ସଦସ୍ୟ ସଂଜୟ ପୂଜାରୀ କହିଛନ୍ତି, ସ୍ୱଳ୍ପ ଲକ୍ଷଣରୁ ରକ୍ଷା ପାଇଁ ପାଇଁ ମଲୁନୋପିରାଭିର ବ୍ୟବହାର ପାଇଁ ଅନୁମତି ଦିଆଯାଇନାହିଁ ।

Related News
satta king tw