Top Stories

Search here...

News

ବିଜୁ ସ୍ମାର୍ଟ ହେଲଥ୍ କାର୍ଡ ଯୋଜନାରେ ଯୋଡି ହେବ ଆଉ ଦୁଇ ଜିଲ୍ଲା

Posted On - 17 hours ago
Edited By Team BbsrReporters
LAST UPDATED Nov 26, 2021 02:52 AM

ଆଜି ସୋନପୁର ଓ ବୌଦ୍ଧ ଜିଲ୍ଲାର ହିତାଧିକାରୀଙ୍କୁ ନୂଆ ସ୍ମାର୍ଟ ହେଲ୍‌ଥ କାର୍ଟ ବଂଟନ କରାଯିବ ।

 

 

BBSR Reporters

 

 

ବୌଦ୍ଧ: ବିଜୁ ସ୍ମାର୍ଟ ହେଲଥ୍ କାର୍ଡ ଯୋଜନାରେ ଯୋଡି ହେବ ଆଉ ଦୁଇ ଜିଲ୍ଲା । ଆଜି ସୋନପୁର ଓ ବୌଦ୍ଧ ଜିଲ୍ଲାର ହିତାଧିକାରୀଙ୍କୁ ନୂଆ ସ୍ମାର୍ଟ ହେଲ୍‌ଥ କାର୍ଟ ବଂଟନ କରାଯିବ ।

 

 

 

ଏହା ସହ ବିଭିନ୍ନ ଜନକଲ୍ୟାଣକାରୀ ପ୍ରକଳ୍ପର ଉଦ୍‌ଘାଟନ ଓ ଭିତିପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ । ଏହି ସ୍ମାର୍ଟ କାର୍ଡ ଜରିଆରେ ପରିବାରର ସବୁ ସଦସ୍ୟଙ୍କ ପାଇଁ ବର୍ଷକୁ ୫ ଲକ୍ଷ ଟଙ୍କା ଓ ମହିଳାଙ୍କ ପାଇଁ ୧୦ ଲକ୍ଷ ଟଙ୍କାର ଚିକିତ୍ସା ସହାୟତା ମିଳିପାରିବ । ଆଜିର କାର୍ଯ୍ୟକ୍ରମ ପାଇଁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି ।

Related News
satta king tw