Top Stories

Search here...

News

ଅନିଦ୍ଧିଷ୍ଟ କାଳ ପାଇଁ ବନ୍ଦ ହେଲା VSSUT

Posted On - 30 minutes ago
Edited By Team BbsrReporters
LAST UPDATED Jan 07, 2022 01:55 PM

ଏକାକାଳୀନ ୧୮ ଜଣ ସଂକ୍ରମିତ ଚିହ୍ନଟ ହେବା ପରେ ଭିସୁଟ୍‌କୁ ଅନିଦ୍ଧିଷ୍ଟ କାଳ ପାଇଁ ବନ୍ଦ କରାଯାଇଛି ।

 

BBSR Reporters

 

ସଂକ୍ରମଣ ବଢିବାରୁ ଅନିଦ୍ଧିଷ୍ଟ କାଳ ପାଇଁ ବନ୍ଦ ହେଲା ଭିସୁଟ୍ । ଗୋଟିଏ ସ୍ଥାନରୁ ଏକାଧିକ ସଂକ୍ରମିତ ଚିହ୍ନଟ ହେବା ପରେ କତୃପକ୍ଷ ବନ୍ଦ କରିଛନ୍ତି । ଏକାକାଳୀନ ୧୮ ଜଣ ସଂକ୍ରମିତ ଚିହ୍ନଟ ହେବା ପରେ ଭିସୁଟ୍‌କୁ ଅନିଦ୍ଧିଷ୍ଟ କାଳ ପାଇଁ ବନ୍ଦ କରାଯାଇଛି । ଆସନ୍ତା କାଲି ସୁଦ୍ଧା ହଷ୍ଟେଲ ଖାଲି କରିବାକୁ ଛାତ୍ରଛାତ୍ରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।
 

Related News
satta king tw